Masthead

ରାଜଧାନୀ ଭୁବନେଶ୍ବରରେ ମୃଦୁ ଭୂକମ୍ପ ଝଟକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମୃଦୁ ଭୂମିକମ୍ପ ଅନୁଭୂତ ନେଇ ଚର୍ଚ୍ଚା । ସକାଳ ୭ଟା ୧୫ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ସୂଚନା । ୨ରୁ ୩ ସେକେଣ୍ଡ ପାଇଁ ଭୂମିକମ୍ପ ହୋଇଥିବା ସୂଚନା । ଭୀମଟାଙ୍ଗି, ସିଆର୍‌ପି, ନୟାପଲ୍ଲୀ ଅଞ୍ଚଳରେ ଅନୁଭୂତ ସୂଚନା । ତେବେ ଏ ନେଇ ପାଣିପାଗ ବିଭାଗ କିଛି ସ୍ପଷ୍ଟ କରିନି। ଖୁବ୍ କମ ସମୟ ପାଇଁ ଝଟକା ଅନୁଭୂତ ହୋଇଛି। ତେବେ ଲୋକେ ଭୟଭିତ ହୋଇ ପଡ଼ିଛନ୍ତି। ଭୂକମ୍ପ ଝଟକା ଅନୁଭୂତ ହେବା ପରେ କିଛି ଲୋକ ଘରୁ ବାହାରକୁ ବାହାରି ଆସିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା