Masthead

ବିହାରରେ ଭୂକମ୍ପ

ବିହାର (ବଡ଼ ଖବର ବ୍ୟୁରୋ): ଆଜି ବିହାର ଏବଂ ପଶ୍ଚିମବଙ୍ଗରେ ୪.୩ ତୀବ୍ରତାସମ୍ପନ୍ନ ଭୂମିକମ୍ପ ହୋଇଥିବା  ‘ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍‌ମୋଲୋଜି’ ସୂଚନା ଦେଇଛି। ‘ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍‌ମୋଲୋଜି’ ରିପୋର୍ଟ ଅନୁସାରେ, ଆଜି ସକାଳ ପ୍ରାୟ ୫.୩୫ରେ ବିହାରର ଅରରିୟା ଜିଲ୍ଲାରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହାର ଉତ୍ପତ୍ତିସ୍ଥଳ ପୁର୍ଣ୍ଣିଆ ନିକଟ ଭୂଗର୍ଭର ୧୦ କିଲୋମିଟର୍‌ ଅଭ୍ୟନ୍ତରରେ ଥିଲା । ଏହି ଭୂମିକମ୍ପ ଯୋଗୁଁ ଧନସମ୍ପତ୍ତି କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି । କେହି ମୃତାହତ ‌ହୋଇଥିବା ମଧ୍ୟ ହୋଇନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ