ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ଭୂକମ୍ପ ଝଟକା ଅନୁଭୂତ । ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ । ଦିଲ୍ଲୀ ସମେତ ଉତ୍ତର ଭାରତରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଛି । ମୋହାଲି, ପଞ୍ଚକୂଳ, ଜାମ୍ମୁ-କାଶ୍ମୀରରେ ମଧ୍ୟ ଝଟକା ଅନୁଭୂତ ହୋଇଛି ।
Odia News channel