Masthead

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏନସିଆରରେ ଭୂକମ୍ପ। ଦିଲ୍ଲୀରୁ ନେଇ କାଶ୍ମୀର ପର୍ୟ୍ୟନ୍ତ ଅନୁଭୂତ ହୋଇଛି ଭୂକମ୍ପ । ରାତି ୯.୩୧ ମିନିଟରେ ଅନୁଭୂତ ହୋଇଛି ଭୂକମ୍ପର ଝଟକା । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ବୋଲି କୁହାଯାଇଛି । ଦିଲ୍ଲୀରୁ ପାକିସ୍ତାନ ଓ ଲାହୋର ଏବଂ ଆଫଗାନିସ୍ତାନ ପର୍ୟ୍ୟନ୍ତ ଏହି ଭୂକମ୍ପର ଝଟକା ଅନୁଭୂତ ହୋଇଛି ।ମିଳିଥିବା ସୂଚନା ଅନୁଯାଇ ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁକୁଶ ବୋଲି ଜଣାପଡ଼ିଛି ।

ଏଥିପାଇଁ ଦିଲ୍ଲୀ ସମେତ ଜମ୍ମୁ-କାଶ୍ମୀରରେ ତୀବ୍ର ଝଟକା ଅନୁଭୂତ ହୋଇଛି । ହିନ୍ଦୁକୁଶ କେନ୍ଦ୍ରସ୍ଥଳ ହୋଇଥିବାରୁ ପାକିସ୍ତାନ, ଆଫଗାନିସ୍ତାନ ଓ ଭାରତରେ ଏକା ସହିତ ଏହି ଝଟକା ଅନୁଭୂତ ହୋଇଥିଲା । ବିଶେଷ କରି ଜାମ୍ମୁ-କାଶ୍ମୀରରେ ଗୋଟିଏ ପରେ ଗୋଟିଏ ଭୂକମ୍ପ ଝଟକା ଅନୁଭୂତ ହେଉଥିବା ବେଳେ ଦିଲ୍ଲୀ ଏନସିଆରରେ ମଧ୍ୟ ଭୂକମ୍ପ ଅନୁଭୂତ ହେଉଛି । କାଶ୍ମୀରର କଟରା ଠାରେ ଅନୁଭୂତ ହୋଇଥିବା ଭୂକମ୍ପର ତୀବ୍ରତା ଥିଲା ୩.୮ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ