Masthead

ଗ୍ୱାଲିଅରରେ ଭୂକମ୍ପ ଝଟ୍‌କା

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶର ଗ୍ୱାଲିଅରରେ ଶୁକ୍ରବାର ଭୂକମ୍ପ ଝଟ୍‌କା ଲାଗିଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୦୦ ରହିଛି। ଭୂକମ୍ପ ଅନୁଭବ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ଏପର୍ଯ୍ୟନ୍ତ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ। ଏପର୍ଯ୍ୟନ୍ତ ବି ଲୋକେମାନେ ଭୟଭୀତ ଥିବା ଜଣାପଡ଼ିଛି । ନିକଟରେ ଦିଲ୍ଲୀ ସମେତ ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା