Masthead

ଇଣ୍ଡୋନେସିଆରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ତୁର୍କୀ ପରେ ପୁଣି ଥରିଲା ଇଣ୍ଡୋନେସିଆ । ରେକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ବୋଲି ଜଣାପଡିଛି । ଏହା ଇଣ୍ଡୋନେସିଆର ଟୋବେଲୋ ସହରର ୧୭୭ କିଲୋମିଟର ଉତ୍ତର ଦିଗରେ କେନ୍ଦ୍ରୀଭୂତ ହୋଇଥିବା ଜଣାପଡିଛି । ଏଥିରେ କୌଣସି ଧନଜୀବନ କ୍ଷତି ହୋଇଥିବାର ସୂଚନା ଏଯାଏଁ ମିଳିନାହିଁ ।

ସେପଟେ ପାକିସ୍ତାନରେ ମଧ୍ୟ ଶୁକ୍ରବାର ସକାଳେ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି । ପାକିସ୍ତାନର ରାଜଧାନୀ ଇସଲାମାବାଦଠାରୁ ୨୯ କିଲୋମିଟର ପଶ୍ଚିମରେ ସ୍ଥାନୀୟ ସମୟ ସକାଳ ୬ଟା ୬ ମିନିଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୯ ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ