ଇଣ୍ଡୋନେସିଆରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ତୁର୍କୀ ପରେ ପୁଣି ଥରିଲା ଇଣ୍ଡୋନେସିଆ । ରେକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ବୋଲି ଜଣାପଡିଛି । ଏହା ଇଣ୍ଡୋନେସିଆର ଟୋବେଲୋ ସହରର ୧୭୭ କିଲୋମିଟର ଉତ୍ତର ଦିଗରେ କେନ୍ଦ୍ରୀଭୂତ ହୋଇଥିବା ଜଣାପଡିଛି । ଏଥିରେ କୌଣସି ଧନଜୀବନ କ୍ଷତି ହୋଇଥିବାର ସୂଚନା ଏଯାଏଁ ମିଳିନାହିଁ ।

ସେପଟେ ପାକିସ୍ତାନରେ ମଧ୍ୟ ଶୁକ୍ରବାର ସକାଳେ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି । ପାକିସ୍ତାନର ରାଜଧାନୀ ଇସଲାମାବାଦଠାରୁ ୨୯ କିଲୋମିଟର ପଶ୍ଚିମରେ ସ୍ଥାନୀୟ ସମୟ ସକାଳ ୬ଟା ୬ ମିନିଟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୩.୯ ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!