Masthead

ନେପାଳରେ ବଡ଼ ଧରଣର ଭୂକମ୍ପ

ନେପାଳ(ବଡ଼ ଖବର ବ୍ୟୁରୋ): ନେପାଳରେ ବଡ଼ ଧରଣର ଭୂକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ୬.୪ । ଭୂମିକମ୍ପରେ ୧୨୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଲେ ଏବେ ବି ମାଟି ତଳେ ଅନେକ ରହିଥିବା ଆଶଙ୍କା । ୧୪୦ରୁ ଅଧିକ ଆହତ ହୋଇଛନ୍ତି । ମାଟି ଅତଡ଼ା ତଳୁ ଚାଲିଛି ଜୀବନ ଖୋଜା । ଗତକାଲି ରାତି ପ୍ରାୟ ୧୧ଟା ୩୨ରେ ଭୂକଂପ ଝଟକା ଅନୁଭୂତ ହୋଇଥିଲା । ଭୂକଂପ ପରେ ଉଦ୍ଧାର ଓ ରିଲିଫ କାର୍ୟ୍ୟ ଜୋରଦାର କରାଯାଇଛି । ଅନେକ ଲୋକେ ଭଗ୍ନାବଶେଷ ତଳେ ଚାପି ହୋଇ ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ