Masthead

ନେପାଳରେ ଭୂକମ୍ପ

କାଠମାଣ୍ଡୁ(ବଡ଼ ଖବର ବ୍ୟୁରୋ): ନେପାଳରେ ଅନୁଭୂତ ହୋଇଛି ଭୂକମ୍ପ । ନେପାଳର ପୋଖରରାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡ଼ିଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବା ଜଣାପଡ଼ିଛି । ସମୟ ପ୍ରାୟ ଭୋର ୫.୪୨ ଏହି ଭୂକମ୍ପ ଅନୁଭୂତ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ଲାମଜଙ୍ଗ ଜିଲ୍ଲାର ଭୁଲବୁଲରେ ଅବସ୍ଥିତ ।

ତେବେ ବର୍ତ୍ତମାନ ସୁଦ୍ଧା ଏହି ଭୂକମ୍ପରେ କୌଣସି କ୍ଷୟକ୍ଷିତ ହୋଇନଥିବା କିମ୍ବା ଧନ ଜୀବନ ନଷ୍ଟ ହେବାର ଖବର ନାହିଁ । ନେପାଳରେ ଭୂକମ୍ପର କମ୍ପନ ସୀମା ନିକଟ ସଟେ ବିହାରରେ ମଧ୍ୟ ଅନୁଭୂତ ହୋଇଛି । ବିହାରର ସୀମାନ୍ତ ଅଞ୍ଚଳରେ ତୀବ୍ର କମ୍ପନ ଅନୁଭୂତ ହୋଇଥିଲା । ଏହାପୂର୍ବରୁ ଏପ୍ରିଲ୍ ୨୮ରେ କାଠମାଣ୍ଡୁ ଉପତ୍ୟକାରେ ରିକ୍ଟର ସ୍କେଲରେ ୫.୨ ତ୍ରୀବ୍ରତାରେ ଏକ ଭୂକମ୍ପ ଅନୂଭୂତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ