Masthead

ନିକୋବରରେ ୫.୦ ତୀବ୍ରତାର ଭୂମିକମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିକୋବର ଦ୍ୱୀପପୁଞ୍ଜରେ ଭୂମିକମ୍ପ ଅନୁଭୂତ । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ରିପୋର୍ଟ ଅନୁସାରେ ସକାଳ ପ୍ରାୟ ୫.୭ ସମୟରେ କମ୍ପନ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ରହିଛି । ତେବେ ଏପର୍ୟ୍ୟନ୍ତ କୌଣସି କ୍ଷୟକ୍ଷତି ହୋଇନାହିଁ। ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ସମଗ୍ର ବିଶ୍ୱକୁ ଭୟଭୀତ କରିଛି। ପ୍ରାୟ ୫୦ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ନିକଟରେ ଭାରତର ମଧ୍ୟ ଅନେକ ସ୍ଥାନରେ ଭୂମିକମ୍ପ ଅନୁଭୂତ ହୋଇଛି । ୨ ଦିନ ପୂର୍ବେ ଓଡ଼ିଶାର କୋରାପୁଟରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ