Masthead

ସିକ୍କିମରେ ଭୂକମ୍ପ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସିକ୍କିମରେ ଆଜି ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୪.୧୫ ରେ ଘଟିଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ଥିଲା। ଏନେଇ ସୁଚନା ଦେଇଛି ଜାତୀୟ ଭୂକମ୍ପ କେନ୍ଦ୍ର । କ୍ଷୟକ୍ଷତି କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ସୂଚନା ନାହିଁ। ଭୂକମ୍ପର କେନ୍ଦ୍ର ଉତ୍ତର-ପୂର୍ବ ୟୁକସୋମରେ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିଠାରୁ ୭୦ କିଲୋମିଟର ଗଭୀରରେ ଥିଲା। ରବିବାର ଦିନ ଆସାମର କିଛି ଅଞ୍ଚଳରେ ଚାରି ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ଗୁଆହାଟୀଠାରୁ ୧୬୦ କିଲୋମିଟର ଦୂରରେ ଥିବା ଆସାମର ହୋଜାଇ ନିକଟରେ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା