ସିକ୍କିମରେ ଭୂକମ୍ପ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସିକ୍କିମରେ ଆଜି ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୪.୧୫ ରେ ଘଟିଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ଥିଲା। ଏନେଇ ସୁଚନା ଦେଇଛି ଜାତୀୟ ଭୂକମ୍ପ କେନ୍ଦ୍ର । କ୍ଷୟକ୍ଷତି କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ସୂଚନା ନାହିଁ। ଭୂକମ୍ପର କେନ୍ଦ୍ର ଉତ୍ତର-ପୂର୍ବ ୟୁକସୋମରେ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିଠାରୁ ୭୦ କିଲୋମିଟର ଗଭୀରରେ ଥିଲା। ରବିବାର ଦିନ ଆସାମର କିଛି ଅଞ୍ଚଳରେ ଚାରି ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ଗୁଆହାଟୀଠାରୁ ୧୬୦ କିଲୋମିଟର ଦୂରରେ ଥିବା ଆସାମର ହୋଜାଇ ନିକଟରେ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’