Masthead

ପ୍ରଶାନ୍ତ ମହାସାଗରରେ ଭୂକମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବୋକା ଚିକା ନଗରୀ ନିକଟବର୍ତ୍ତୀ ପାନାମା ଉପକୂଳ ଅନ୍ତର୍ଗତ ପ୍ରଶାନ୍ତ ମହାସାଗର ଜଳରାଶିରେ ଭୂକମ୍ପ । ମଙ୍ଗଳବାର ଦିନ ୬.୩ ତୀବ୍ରତାସମ୍ପନ୍ନ ଭୂମିକମ୍ପ ଅନୁଭୂତ ହୋଇଥିବା  ‘ଦି ୟୁ. ଏସ୍‌. ଜିଓଲୋଜିକାଲ୍‌ ସର୍ଭେ’ କହିଛି। ଏଥିଯୋଗୁଁ କେହି ମୃତାହତ ହୋଇନଥିବା ସୂଚନା ମିଳିଛି । ଭୂଗର୍ଭର ୧୨ କିଲୋମିଟର ଅଭ୍ୟନ୍ତରରେ ସଂଘଠିତ ‌ଏହି ଭୂକମ୍ପନ ଅପେକ୍ଷାକୃତ ଅଗଭୀର ଥିବା କଥା ଆମେରିକୀୟ ଏଜେନ୍‌ସି ‘ଦି ୟୁ. ଏସ୍‌. ଜିଓଲୋଜିକାଲ୍‌ ସର୍ଭେ’ ସୂଚନା ଦେଇଛି। ଏହି ଭୂକମ୍ପନ ଯୋଗୁଁ ରାଜଧାନୀ ପାନାମା ନଗରୀ ସମେତ ପାନାମାର ଅଧିକାଂଶ ପ୍ରାନ୍ତ ଦୋହଲି ଯାଇଥିଲା । ନଭଶ୍ଚୁମ୍ବୀ ଅଟ୍ଟାଳିକାରେ ବାସ କରୁଥିବା ଲୋକମାନେ ଭୟଭୀତ ହୋଇଯାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା