Masthead

କର୍ଣ୍ଣାଟକର ଗୁଲବର୍ଗାରେ ଭୂକମ୍ପ ଝଟକା

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକର ଗୁଲବର୍ଗା ଅଞ୍ଚଳରେ ରବିବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତିବ୍ରତା ୩.୪ ଥିବା ଜଣାପଡିଛି। ତେବେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷତକ୍ଷତିର ସୂଚନା ମିଳିନାହିଁ ।

ସୂଚନା ଅନୁସାରେ ରବିବାର ସକାଳ ସମୟରେ କର୍ଣ୍ମାଟକର ଗୁଲବର୍ଗ ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । ଏହାପରେ କିଛି ଲୋକେ ଘରୁ ବାହାରକୁ ଚାଲିଆସିଥିଲେ । ଏବେ ଯାଏଁ ଭୂକମ୍ପର କେନ୍ଦ୍ରସ୍ଥଳୀ ବିଷୟରେ କିଛି ବିଶେଷ ତଥ୍ୟ ହାସଲ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ