କର୍ଣ୍ଣାଟକର ଗୁଲବର୍ଗାରେ ଭୂକମ୍ପ ଝଟକା

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକର ଗୁଲବର୍ଗା ଅଞ୍ଚଳରେ ରବିବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତିବ୍ରତା ୩.୪ ଥିବା ଜଣାପଡିଛି। ତେବେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷତକ୍ଷତିର ସୂଚନା ମିଳିନାହିଁ ।

ସୂଚନା ଅନୁସାରେ ରବିବାର ସକାଳ ସମୟରେ କର୍ଣ୍ମାଟକର ଗୁଲବର୍ଗ ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । ଏହାପରେ କିଛି ଲୋକେ ଘରୁ ବାହାରକୁ ଚାଲିଆସିଥିଲେ । ଏବେ ଯାଏଁ ଭୂକମ୍ପର କେନ୍ଦ୍ରସ୍ଥଳୀ ବିଷୟରେ କିଛି ବିଶେଷ ତଥ୍ୟ ହାସଲ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’