Masthead

ଦେଶର ଦୁଇଟି ସ୍ଥାନରେ ଅନୁଭୂତ ହେଲା ଭୂକମ୍ପ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସକାଳୁ ଦେଶର ଦୁଇଟି ସ୍ଥାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରାଜସ୍ଥାନର ଦୁଇଟି ଓ ମଣିପୁରର ଗୋଟିଏ ସ୍ଥାନରେ ଅନୁଭୂତ ହୋଇଛି ଭୂକମ୍ପ ।

ରାଜସ୍ଥାନରେ ଭୂକମ୍ପର ତୀବ୍ରତା ୪.୪ ରହିଥିବାବେଳେ ମଣିପୁରରେ ଏହାର ତୀବ୍ରତା ୩.୪ ରହିଥିଲା । ଭୂକମ୍ପ ଅନୁଭୂତ ହେଲାପରେ ଲୋକମାନେ ଘରବାହାରକୁ ଚାଲିଆସିଥିଲେ । ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି