Masthead

ମୁମ୍ବାଇକୁ ହରାଇଲା ଚେନ୍ନାଇ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଚେନ୍ନାଇ ସୁପରକିଙ୍ଗ୍ସର ବିଜୟ । ଶନିବାର ଦ୍ୱିତୀୟ ଥର ସିଏସକେ ୬ ୱିକେଟ୍‌ରେ ବିଜୟଲାଭ କରିଛି। ମୁମ୍ବାଇ ୧୩୯ରନ କରିଥିବା ବେଳେ । ଚେନ୍ନାଇ ଆଗରେ ୧୪୦ ରନର ବିଜୟ ଲକ୍ଷ୍ୟ ଥିଲା । ଧାର୍ୟ୍ୟ ଲକ୍ଷ୍ୟର ପିଛା କରି ସିଏସକେ ୧୭.୪ ଓଭରରେ ୪ ଓ୍ବିକେଟ ହରାଇ ୧୪୦ ରନ କରିଥିଲା। ଆଇପିଏଲ ୪୯ ତମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)କୁ ଚେନ୍ନାଇର ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ ୬ ଓ୍ବିକେଟରେ ପରାଜିତ କରିଛି। ସିଏସକେ ପକ୍ଷରୁ ଋତୁରାଜ ଗାଏକ୍ୱାଡ ୩୦ ରନ କରିଥିବାବେଳେ ଡୋମୋନ କନଓ୍ବେ ୪୪ ରନ, ଅଜିଙ୍କ୍ୟ ରାହାଣେ ୨୧, ଅମ୍ବାତି ରାୟଡୁ ୧୨, ଶିବମ ଦୁବେ ୨୬ , ଧୋନି ୨ ରନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା