Masthead

ମୁମ୍ବାଇକୁ ହରାଇଲା ଚେନ୍ନାଇ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଚେନ୍ନାଇ ସୁପରକିଙ୍ଗ୍ସର ବିଜୟ । ଶନିବାର ଦ୍ୱିତୀୟ ଥର ସିଏସକେ ୬ ୱିକେଟ୍‌ରେ ବିଜୟଲାଭ କରିଛି। ମୁମ୍ବାଇ ୧୩୯ରନ କରିଥିବା ବେଳେ । ଚେନ୍ନାଇ ଆଗରେ ୧୪୦ ରନର ବିଜୟ ଲକ୍ଷ୍ୟ ଥିଲା । ଧାର୍ୟ୍ୟ ଲକ୍ଷ୍ୟର ପିଛା କରି ସିଏସକେ ୧୭.୪ ଓଭରରେ ୪ ଓ୍ବିକେଟ ହରାଇ ୧୪୦ ରନ କରିଥିଲା। ଆଇପିଏଲ ୪୯ ତମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)କୁ ଚେନ୍ନାଇର ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ ୬ ଓ୍ବିକେଟରେ ପରାଜିତ କରିଛି। ସିଏସକେ ପକ୍ଷରୁ ଋତୁରାଜ ଗାଏକ୍ୱାଡ ୩୦ ରନ କରିଥିବାବେଳେ ଡୋମୋନ କନଓ୍ବେ ୪୪ ରନ, ଅଜିଙ୍କ୍ୟ ରାହାଣେ ୨୧, ଅମ୍ବାତି ରାୟଡୁ ୧୨, ଶିବମ ଦୁବେ ୨୬ , ଧୋନି ୨ ରନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ