Masthead

ଟାଣୁଆ ନେତାଙ୍କୁ ଭରସି ପାରିଲେନି ଜନତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନରେ ଓଡ଼ିଶାରେ ବିଜେପିକୁ ବହୁମତ ମିଳିଛି । ଏଥର ବିଜେପି ରାଜ୍ୟରେ ସରକାର ଗଢିବ। ତେବେ ଏହି ନିର୍ବାଚନରେ ଅନେକ ନୂଆ ଚେହେରା ବିଜୟୀ ହୋଇଥିବା ବେଳେ ଅନେକ ହେଭିୱେଟ ପରାଜୟର ହୋଇଛନ୍ତି । ବାରମ୍ବାର ବିଜୟୀ ହୋଇ ଆସୁଥିବା ବରିଷ୍ଠ ବିଧାୟକମାନେ ମଧ୍ୟ ପରାଜିତ ହୋଇଛନ୍ତି । ବିଜେଡିର ସର୍ବାଧିକ ହେଭିୱେଟ ନେତା ପରାଜିତ ।ଖାଲି ସେତିକି ନୁହେଁ ୧୧ ମନ୍ତ୍ରୀ ଚିତପଟାଙ୍ଗ ମାରିଛନ୍ତି ।

ମନ୍ତ୍ରୀ ବିକ୍ରମ ଆରୁଖ, ଅଶୋକ ପଣ୍ଡା, ଅତନୁ ସବ୍ୟସାଚୀ ନାୟକ, ଜଗନ୍ନାଥ ସାରକା, ପ୍ରଦୀପ କୁମାର ଅମାତ, ପ୍ରଫୁଲ୍ଲ କୁମାର ମଲ୍ଲିକ, ସୁଦାମ ମାର୍ଣ୍ଡି, ଟୁକୁନି ସାହୁ, ବାସନ୍ତୀ ହେମ୍ବ୍ରମ୍, ପ୍ରୀତିରଞ୍ଜନ ଘଡେଇ, ରୀତା ସାହୁ ପରାଜିତ ହୋଇଛନ୍ତି । ସେହିଭଳି ବିଜେଡିର ବରିଷ୍ଠ ନେତା ଭାବେ ଦେବୀ ପ୍ରସାଦ ମିଶ୍ର, ପ୍ରୀତିରଞ୍ଜନ ଘଡେଇ, ପ୍ରଫୁଲ୍ଲ ସାମଲ, ସ୍ନେହାଙ୍ଗିନୀ ଛୁରିଆ, ସୁଶାନ୍ତ ସିଂ ପରାଜିତ ହୋଇଛନ୍ତି । ବିଜେପିର ବରିଷ୍ଠ ନେତା ଭାବେ ରାଜ୍ୟ ସଭାପତି ମନମୋହନ ସାମଲ, ଦିଲ୍ଲୀପ ରାୟ, କୁସୁମ ଟେଟେଙ୍କୁ ମଧ୍ୟ ପରାଜୟର ସାମ୍ନା କରିବାକୁ ପଡିଛି । କଂଗ୍ରେସର ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଶରତ ପଟ୍ଟନାୟକ, ଭକ୍ତ ଦାସଙ୍କୁ ମଧ୍ୟ ପରାଜୟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା