ଆଜି ୫ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ୫ରାଜ୍ୟ ପାଇଁ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବ । ଆଜି ମଧ୍ୟାହ୍ନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରିବେ ନିର୍ବାଚନ ଆୟୋଗ । ଏଥିରେ ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ ତାରିଖ ଘୋଷଣା କରାଯିବ ବୋଲି ସୂଚନା ଦିଆଯାଇଛି ।  ମିଜୋରାମ, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ, ଓ ତେଲେଙ୍ଗାନା ପାଇଁ ତାରିଖ ଘୋଷଣା କରାଯିବ । ନଭେମ୍ବରର ଦ୍ୱିତୀୟ ସପ୍ତାହରୁ ଡିସେମ୍ବର ପ୍ରଥମ ସପ୍ତାହ ମଧ୍ୟରେ ମତଦାନ ହୋଇପାରେ । ଡିସେମ୍ବର ୧୫ ସୁଦ୍ଧା ଫଳାଫଳ ପ୍ରକାଶ କରାଯାଇ ପାରେ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’