Masthead

ଏମ୍ସରେ ଇକମୋ ଚିକିତ୍ସା: ୨୨ ମାସର ଶିଶୁ ସୁସ୍ଥ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଏମ୍ସରେ ସୁସ୍ଥ ହେଲେ ଇକମୋ ସେବା ନେଉଥିବା ଶିଶୁ । ପ୍ରଥମ ଥର ପାଇଁ ଜଣେ ଶିଶୁ ଏହି ସେବା ନେବା ପରେ ସୁସ୍ଥ ହୋଇଛନ୍ତି । ଚିକିତ୍ସିତ ହେବା ପରେ ସେ ଆଜି ଡିସଚାର୍ଜ ହୋଇଛନ୍ତି । ପେଡିଆଟ୍ରିକ୍ସ ବିଭାଗ ଏହି ସଫଳତା ହାସଲ କରିଛି। ଢେଙ୍କାନାଳର ଜଣେ ୨୨ ମାସର ଶିଶୁ କୋଭିଡ୍ ସଂକ୍ରମିତ ହୋଇଥିଲେ । ୨୦୨୧ ଜୁଲାଇରେ ସେ ପୁଣି ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କ ଅଧିକ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଥିଲା ।

ପରେ ଜଣାପଡ଼ିଥିଲା ସେ ବିରଳ ରୋଗରେ ପିଡୀତ ଅଛନ୍ତି । ଏହି ରୋଗରେ କ୍ଷୀର ଜାତୀୟ ପଦାର୍ଥ ଯକୃତରେ ଜମାଟ ବାନ୍ଧିଥାଏ । ଏନେଇ କେ ସ୍ୱତନ୍ତ୍ର ଟିମ୍ ପ୍ରସ୍ତୁତ କରାଯାଇ ଶିଶୁଟିକୁ ଇକମୋ ଚିକିତ୍ସା ପ୍ରଦାନ କରାଯାଇଥିଲା । ୩୦ ଅଗଷ୍ଟରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଥିଲା । ଇକମୋ ଚିକିତ୍ସା ପରେ ଶିଶୁଟି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛି । ଶେଷରେ ସେ ଏମ୍ସରୁ ଘରକୁ ଫେରିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି