Masthead

ସିବିଆଇ ପରେ ସିସୋଦିଆଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସିବିଆଇ ପରେ ଏବେ ଇଡି ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଛି । ମଦ ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଜେଲରେ ଥିବା ସିସୋଦିଆଙ୍କୁ ପ୍ରାୟ ୮ ଘଣ୍ଟା ଜେରା ପରେ ତାଙ୍କୁ ଗିରଫ କରିଛି ଇଡି। ସେପଟେ ଆଜି ସିବିଆଇ ଗିରଫଦାରୀକୁ ଚ୍ୟାଲେଂଜ କରି ଜାମିନ୍ ପାଇଁ ସିବିଆଇ କୋର୍ଟରେ ଶୁଣାଣି ହେବ । ଏହାର ଗୋଟିଏ ଦିନ ପୂର୍ବରୁ ଇଡି ସିସୋଦିଆଙ୍କୁ ଗିରଫ କରିଛି ।

ଇଡି ଏକ ସ୍ୱତନ୍ତ୍ର ପିଏମଏଲଏ କୋର୍ଟରୁ ଏକ ୱାରେଣ୍ଟ ପାଇବ ବୋଲି ଆଶା କରାଯାଉଛି । ଏହା ପରେ ସିସୋଦିଆଙ୍କ ହେପାଜତକୁ ନେଇ ପଚରାଉଚରା କରିବା ପାଇଁ ଇଡି ଆଜି କୋର୍ଟରେ ଅନୁମତି ମାଗିବ । ଯଦି ସିବିଆଇ ମାମଲାରେ ମନୀଷଙ୍କୁ ଜାମିନ ମିଳିବ ଅନ୍ୟପଟେ ଇଡି ସିସୋଦିଆଙ୍କୁ ହେପାଜତରେ ଜେରା ପାଇଁ ଅନୁମତି ପାଇବ ତାହେଲେ ଜେଲରୁ ବାହିରିପାରିବେ ନାହଁ ମନୀଷ । କାରଣ ଇଡିକୁ ହେପାଜତରେ ନେବାକୁ ଅନୁମତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା