Masthead

ମହମ୍ମଦ ଇକବାଲଙ୍କ ୪,୪୦୦ କୋଟିର ଜମି ଓ ୟୁନିର୍ଭସିଟି ବିଲ୍ଡିଂ ସିଜ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ସାହାରନପୁର ଖଣି ମାଫିଆ ତଥା ବିଏସ୍‌ପିର ପୂର୍ବତନ ଏମ୍‌ଏଲ୍‌ସି ମହମ୍ମଦ ଇକବାଲଙ୍କ ଉପରେ ଇଡିର ବଡ କାର୍ୟ୍ୟାନୁଷ୍ଠାନ । ମହମ୍ମଦ ଇକବାଲଙ୍କ ଦ୍ୱାରା ନିର୍ମିତ ବେଆଇନ ବିଶ୍ୱବିଦ୍ୟାଳୟକୁ ଇଡି ଜବତ କରିଛି । ଜବତ ହୋଇଥିବା ସମ୍ପତ୍ତିରେ ସାହାରନପୁରରେ ଥିବା ତାଙ୍କର ୨୧୨ ଏକର ଜମି ଏବଂ ଗ୍ଲୋକାଲ ବିଶ୍ୱବିଦ୍ୟାଳୟର ବିଲ୍ଡିଂ ସାମିଲ ଅଛି। ଏହାର ଦାମ୍‌ ପ୍ରାୟ ୪,୪୪୦ କୋଟି ବୋଲି କୁହାଯାଇଛି। ଏହି ବିଶ୍ୱବିଦ୍ୟାଳୟର ଦାୟିତ୍ୱ ତାଙ୍କ ଭାଇ ଏବଂ ପୁଅମାନଙ୍କ ଉପରେ ଥିଲା । ମହମ୍ମଦ ଇକବାଲ ଗତ କିଛି ମାସ ଧରି ଫେରାର ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି