Masthead

ବର୍ତ୍ତମାନ ଇଡିି ମନୋରଞ୍ଜନ ବିଭାଗ ପାଲଟିଛି: ସଞ୍ଜୟ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ହାଇକୋର୍ଟ ଆମ ଆଦମୀ ପାର୍ଟି ନେତା ସଞ୍ଜୟ ସିଂଙ୍କୁ ଅକ୍ଟୋବର ୨୭ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଇଡିର ରିମାଣ୍ଡ ଅବଧି ଶେଷ ହେବା ପରେ ଏଜେନ୍ସି ସଞ୍ଜୟ ସିଂଙ୍କୁ କୋର୍ଟରେ ହାଜର କରିଛି। ଦିଲ୍ଲୀ ହାଇକୋର୍ଟରେ ସ୍ବତନ୍ତ୍ର ବିଚାରପତି ଏମ କେ ନାଗପାଳଙ୍କ ବେଞ୍ଚରେ ସଞ୍ଜୟ ସିଂଙ୍କୁ ହାଜର କରାଯାଇଥିଲା ।

ଶୁଣାଣି ସମୟରେ ସଞ୍ଜୟ କହିଛନ୍ତି, ବର୍ତ୍ତମାନ ଇଡି ମନୋରଞ୍ଜନ ବିଭାଗରେ ପରିଣତ ହୋଇଛି। ଏପରି ବିବୃତ୍ତିରେ ଅସନ୍ତୋଷ ବ୍ୟକ୍ତ କରି କୋର୍ଟ କହିଛନ୍ତ, ଯଦି ଏପରି ମନ୍ତବ୍ୟ ଦେଉଛନ୍ତି ତେବେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର ହୁଅନ୍ତୁ। ସଞ୍ଜୟ ସିଂଙ୍କ ଓକିଲ କୋର୍ଟରେ ଯୁକ୍ତି କରିଛନ୍ତି ଯେ, ସଞ୍ଜୟଙ୍କୁ ଜେଲରେ ଆବଶ୍ୟକ ଚିକିତ୍ସା ସାମଗ୍ରୀ ଯୋଗାଇ ଦିଆଯାଉ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା