Masthead

ଇଡି ଚଢ଼ାଉ କରୁନାହିଁ, ବରଂ ଏହାର ଚଢ଼ାଉରେ ଏକ ଦୁର୍ନୀତି ଅଛି: ଆତିଶି ମାର୍ଲେନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରମାଣ ନଷ୍ଟ ପାଇଁ ଇଡି ସିସିଟିଭିରୁ ଅଡ଼ିଓ ହଟାଇଛି । ଏହା ଚାଲାଖି କରି କରାଯାଇଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାରଙ୍କ ମନ୍ତ୍ରୀ ଆତିଶୀ ମାର୍ଲେନା ଗଣମାଧ୍ୟମକୁ କହିଛନ୍ତି । ସେ କହିଛନ୍ତି ଇଡି ଗତକାଲି ଅରବିନ୍ଦ କେଜରିୱାଲଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ୧୬ ଘଣ୍ଟା ଧରି ଚଢ଼ାଉ କରିଥିଲା।

ପ୍ରମାଣ ନଷ୍ଟ କରିବାକୁ ଇଡି ସିସିଟିଭି ଫୁଟେଜରୁ ଅଡିଓ ଅପସାରଣ କରିଛି। ଏକ୍ସାଇଜ ସ୍କାମରେ ପ୍ରମାଣ ନଷ୍ଟ କରିବାକୁ ସିସିଟିଭି ଫୁଟେଜରୁ ଅଡିଓ ହଟାଇଥିବା ଜାଣିଶୁଣି କରାଯାଇଛି। ଅଡିଓ ବିନା ସାକ୍ଷୀଙ୍କ ବିବୃତ୍ତି ସତ କି ମିଥ୍ୟା ଏବଂ ସେମାନଙ୍କ ସାକ୍ଷ୍ୟ ମେଳ ଖାଉଛି କି ନାହିଁ ସେ ନେଇ ପ୍ରଶ୍ନ ଉଠିବ। ଏହା ଚାଲାଖି କରି କରାଯାଇଛି। ବାସ୍ତବରେ ସମଗ୍ର ଇଡି ଚଢ଼ାଉ କେବଳ ଲୋକଦେଖାଣିଆ ଏବଂ ରାଜନୈତିକ ଉଦ୍ଦେଶ୍ୟ ନେଇ କରାଯାଉଛି।

ଇଡି ଚଢ଼ାଉ କରୁନାହିଁ, ବରଂ ଏହାର ଚଢ଼ାଉରେ ଏକ ଦୁର୍ନୀତି ଅଛି । ଆମ ଆଦମୀ ପାର୍ଟିକୁ ଭୟଭୀତ ଓ ନୀରବ କରିବା ପାଇଁ ବିଜେପି ଏବଂ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ କେନ୍ଦ୍ରୀୟ ଏକେନ୍ସିର ବେଆଇନ ବ୍ୟବହାର କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି