Masthead

ସମନକୁ ଖାତିର କରୁ ନାହାନ୍ତି ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଇଡି। ଅବକାରୀ ନୀତି ଦୁର୍ନୀତି ଘଟଣାରେ ଇଡି କେଜ୍ରିୱାଲଙ୍କୁ ହାଜର ହେବାକୁ ୫ଥର ସମନ କରି ସାରିଲାଣି। କିନ୍ତୁ ସେ ଥରେ ହେଲେ ବି ଜେରାର ସମ୍ମୁଖୀନ ହେବାକୁ ଇଡିରେ ହାଜର ହୋଇ ନାହାନ୍ତି। ଶୁକ୍ରବାର କେଜ୍ରିୱାଲ ଇଡିର ୫ମ ସମନକୁ ବେଖାତିର କରିଥିଲେ। ଏଥିପାଇଁ ଶନିବାର ଇଡି ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟର ଦ୍ୱାରସ୍ଥ ହୋଇଛି। କେଜ୍ରିୱାଲଙ୍କ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଇଡି ତା’ର ଆବେଦନରେ ଉଲ୍ଲେଖ କରିଛି।

ଏହାର ଶୁଣାଣି ଆସନ୍ତା ବୁଧବାର ହେବ ବୋଲି କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ ।ଆଇପିସିର ଧାର ୧୭୪ ଓ ପ୍ରଭେସନ ଅଫ ମନି ଲଣ୍ଡରିଂ ଆକ୍ଟର ଧାରା ୫୦କୁ ଆଧାର କରି ଇଡି କୋର୍ଟରେ ଆବେଦନ କରିଛି। କେଜ୍ରିୱାଲ ସମନକୁ ଖାତିର କରୁ ନାହାନ୍ତି ଓ ନିୟମ ଅନୁସାରେ ତଦନ୍ତରେ ସହଯୋଗ କରୁ ନଥିବା ଇଡି କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ