Masthead

ଅଭିଷେକ ବାନାର୍ଜୀଙ୍କୁ ପୁଣି ଇଡ଼ିର ନୋଟିସ

କୋଲକାତା(ବଡ଼ ଖବର ବ୍ୟୁରୋ): ତୃଣମୂଳ କଂଗ୍ରେସ ସାଂସଦ ଅଭିଷେକ ବାନାର୍ଜୀଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଏହା ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପୁଣିଥରେ ପଚରାଉଚରା କରିବା ପାଇଁ ଯାଉଛି । ଏନେଇ ଇଡ଼ି ନୋଟିସ ପଠାଇଥିବାର ସୂଚନା ମିଳିଛି । ତେବେ ବହୁ ଚର୍ଚ୍ଚିତ କୋଇଲା ଘୋଟାଲା ସହ ଜଡ଼ିତ ଥିବା ଅଭିଷେକ ବାନାର୍ଜୀଙ୍କୁ ଇଡ଼ି ଏହା ପୂର୍ବରୁ ଜେରା କରିସାରିଛି ।

ଅପରପକ୍ଷରେ ସେପ୍ଟେମ୍ବର ୨୦ କିମ୍ବା ୨୧ ତାରିଖରେ ଅଭିଷେକ ବାନାର୍ଜୀଙ୍କୁ ଇଡ଼ି ଜେରା କରିପାରେ ବୋଲି ଅନୁମାନ କରାଯାଉଛି । କେବଳ ଅଭିଷେକ ନୁହଁନ୍ତି ବରଂ କୋଇଲା ଘୋଟାଲା ମାମଲାରେ ଅନେକ ରାଜନେତାମାନଙ୍କର ନାମ ସାମ୍ନାକୁ ଆସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ