Masthead

ଆପ ଉପରେ ଇଡିର ଚଡକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଇଡିରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତାଙ୍କୁ ଇଡି ହାଜର ହେବାକୁ ସମନ ପଠାଇଥିଲା । ଆଜି ତାଙ୍କୁ ହଜାର ହେବାକୁ କୁହାଯାଇଛି । ଏହି ମାମଲାରେ ଏପ୍ରିଲରେ ସିବିଆଇ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା କରିଥିଲା । ସେପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି।

ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ ରାଜକୁମାର ଆନନ୍ଦଙ୍କ ଘରେ ଇଡି ଟିମ୍‌ ପହଞ୍ଚିଛି। ସିଭିଲ୍‌ ଲାଇନ୍‌ରେ ଥିବା ମନ୍ତ୍ରୀଙ୍କ ସରକାରୀ ବାସଭବନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଏକାସାଙ୍ଗେ ୯ଟି ଜାଗାରେ ଚଢ଼ାଉ କରାଯାଉଥିବା ସୂଚନା ମିଳିଛି। ମଦ ଦୁର୍ନୀତିକୁ ନେଇ ଇଡି କ୍ରମାଗତ ଭାବରେ ଆମ ଆଦମୀ ଦଳର ନେତା, ବିଧାୟକ ଏବଂ ମନ୍ତ୍ରୀଙ୍କ ଉପରେ ଚଢାଉ କରୁଛି ଇଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା