Masthead

ଲାଲୁଙ୍କ ସର୍ମ୍ପକୀୟଙ୍କ ଘରେ ଇଡିର ଚଢାଉ

ବିହାର (ବଡ଼ ଖବର ବ୍ୟୁରୋ): ଆରଜେଡି ନେତା ଲାଲୁ ଯାଦବଙ୍କ ସର୍ମ୍ପକୀୟଙ୍କ ସମେତ ୧୫ ସ୍ଥାନରେ ଚଢାଉ କରିଛି ଇଡି । ଜମି ବଦଳରେ ଚାକିରି ଦେବା ମାମଲାରେ ଶୁକ୍ରବାର ଇଡି ଆରଜେଡି ନେତା ଲାଲୁ ଯାଦବଙ୍କ ସମ୍ପର୍କୀୟଙ୍କ ଘର ସମେତ ୧୫ଟି ସ୍ଥାନରେ ଚଢାଉ କରିଛି। ବିହାର, ଦିଲ୍ଲୀ ଏବଂ ଉତ୍ତରପ୍ରଦେଶର ଅନେକ ସ୍ଥାନରେ ଇଡି ପକ୍ଷରୁ ଏହି ଚଢାଉ କରାଯାଇଛି। ଏଥିସହ ଲାଲୁଙ୍କ ସହଯୋଗୀ ତଥା ଆରଜେଡିର ପୂର୍ବତନ ବିଧାୟକ ଅବୁ ଦୋଜାନାଙ୍କ ବାସଭବନରେ ମଧ୍ୟ ଇଡି ଚଢାଉ କରିଥିବା ଜଣାପଡିଛି। ଏହି ମାମଲାକୁ ନେଇ ଏହାପୂର୍ବରୁ ସିବିଆଇ ସୋମବାର ପାଟନାରେ ରାବ୍ରି ଦେବୀଙ୍କ ଘରେ ପହଞ୍ଚି ପଚରାଉଚରା କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା