Masthead

ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍

ଭଦ୍ରକ(ବଡ଼ ଖବର ବ୍ୟୁରୋ): ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍ । ପୂର୍ବତନ ମନ୍ତ୍ରୀ ହେଉଛନ୍ତି ପ୍ରଫୁଲ୍ଲ ସାମଲ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରିର ବିଧାୟକ । ଭଦ୍ରକର ୪ଟି ସ୍ଥାନରେ ରେଡ୍ କରିଛି ଇଡି୍ । ଏହା ସହ ବରପଦା ଇଂଜିନିୟରିଂ କଲେଜରେ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ବି ରେଡ୍ କରିଛି ଇଡି। କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ସୁରକ୍ଷାରେ ଚାଲିଛି ରେଡ୍ । ସକାଳ ସମୟରୁ ବର୍ତ୍ତମାନ ସୁଦ୍ଧା ବିଧାୟକଙ୍କ ସମ୍ପର୍କୀତ ୧୦ଟି ସ୍ଥାନରେ ତନାଘନା ଚଳାଇଛି ଇଡି। ଭୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ରେଡ୍‌ ସୂଚନା ।

ସୂଚନା ଅନୁସାରେ ପ୍ରଫୁଲ୍ଲ ସାମଲ ମନ୍ତ୍ରୀ ଥିବାବେଳେ ୨୦ କୋଟିରୁ ଅଧିକ ମୂଲ୍ୟର ଏକ ଜମି କେଳେଙ୍କାରୀ ହୋଇଥିଲା । ଏକ ଇଞ୍ଜିନିୟରିଙ୍ଗ କଲେଜକୁ ଜମି ଦେବା ଘଟଣାରେ ଜାଲିଆତି ହୋଇଥିଲା, ଯାହାକୁ ନେଇ ସେ ସମୟରେ ପୋଲିସରେ ଅଭିଯୋଗ ହୋଇଥିଲେ ବି ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ ହୋଇନଥବା ଅଭିଯୋଗ ହୋଇଥିଲା । ଏହି ମାମଲା କ୍ରମେ ଇଡି ହାତକୁ ଆସିଥିଲା । ଏହି ମାମଲାକୁ ନେଇ ଆଜି ଇଡି ରେଡ୍ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ