Masthead

ସଞ୍ଜୟ ସିଂହଙ୍କ ସହଯୋଗୀଙ୍କ ଘରେ ଇଡି ରେଡ୍

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଘୋଟାଲା ମାମଲାରେ ଏବେ ଇଡି ଆପ୍ ନେତା ତଥା ସାଂସଦ ସଞ୍ଜୟ ସିଂଙ୍କ ସହେଯାଗୀ ଙ୍କ ଘରେ ଛାପା ମାରିଛି । ପ୍ରତିବାଦରେ ସଞ୍ଜୟ ସିଂ କହିଛନ୍ତି ଯେ ତାଙ୍କ ବିରୋଧରେ କିଛି ମିଳିଲା ନାହିଁ ତେଣେୁ ଇଡି ଏଭଳି ଏକ ପଦକ୍ଷେପ ନେଇଛି । ଇଡି ଓ କେନ୍ଦ୍ର ସରକାରଙ୍କ ଏହିଭଳି ଚକ୍ରାନ୍ତ ଆଗରେ ସେ ନଇଁବେ ନାହିଁ । ସଞ୍ଜୟ ସିଂ ଆହୁରି ମଧ୍ୟ କହିଛନ୍ତି ଇଡି ଓ ମୋଦି ସରକାରର ଚକ୍ରାନ୍ତକୁ ସାରା ଦେଶବାସୀଙ୍କ ସମ୍ମୁଖକୁ ଆଣିବି । ଏହି କଥାର ସତ୍ୟତା ସାରା ଦେଶ ସମ୍ମୁଖରେ ରଖିବି, କିଭଳି ଭାବେ ଇଡି ନିଜ କ୍ଷମତାର ଦୂରୁପଯୋଗ କରି ମଦ ର୍ଦୁନୀତି ମାମଲାରେ ଲୋକଙ୍କୁ ଫସେଇବାକୁ ଚେଷ୍ଟା କରୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ