Masthead

‘ଇଡି ସମନ ବେଆଇନ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପଚରାଉଚରା ଲାଗି କେଜ୍ରିୱାଲଙ୍କୁ ପଞ୍ଚମ ଥର ଲାଗି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଆଜି ଇଡିରେ ହାଜର ହେବେ କି ନାହିଁ ନା ପୂର୍ବଥର ଭଳି ସମନକୁ ଏଡ଼ାଇଯିବେ ବୋଲି ଚର୍ଚ୍ଚା ଚାଲିଥିଲା । କିନ୍ତୁ ଆଜି ଇଡି ନିକଟରେ ହାଜର ହେବେ ନାହିଁ କେଜି୍ରିୱାଲ ।

ଆମ୍ ଆଦମୀ ପାର୍ଟି ଏକ ଲିଖିତ ବିବୃତ୍ତି ଜାରି କରି ସ୍ପଷ୍ଟ କରିଛି ଯେ, ଅରବିନ୍ଦ କେଜ୍ରିୱାଲ ଆଜି ବି ପଚରାଉଚରାରେ ଯୋଗ ଦେବା ପାଇଁ ଇଡି କାର୍ଯ୍ୟାଳୟକୁ ଯିବେ ନାହିଁ। ଆମ୍ ଆଦମୀ ପାର୍ଟି ଇଡି ସମନକୁ ବେଆଇନ ବୋଲି କହିଛି । ଆହୁରି ମଧ୍ୟ କହିଛି ଯେ ଆମେ ଆଇନଗତ ଭାବରେ ସଠିକ୍ ସମନ୍ ପାଳନ କରିବୁ। ଏହା ପୂର୍ବରୁ ମଧ୍ୟ ସେ ୪ଟି ସମନକୁ ଅଣଦେଖା କରିଛନ୍ତି। ଗତ ୪ ମାସ ମଧ୍ୟରେ ସେ ଫେଡେରାଲ ଏଜେନ୍ସିର ୪ଟି ସମନକୁ ସ୍ଥଗିତ ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ