‘ଇଡି ସମନ ବେଆଇନ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପଚରାଉଚରା ଲାଗି କେଜ୍ରିୱାଲଙ୍କୁ ପଞ୍ଚମ ଥର ଲାଗି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଆଜି ଇଡିରେ ହାଜର ହେବେ କି ନାହିଁ ନା ପୂର୍ବଥର ଭଳି ସମନକୁ ଏଡ଼ାଇଯିବେ ବୋଲି ଚର୍ଚ୍ଚା ଚାଲିଥିଲା । କିନ୍ତୁ ଆଜି ଇଡି ନିକଟରେ ହାଜର ହେବେ ନାହିଁ କେଜି୍ରିୱାଲ ।

ଆମ୍ ଆଦମୀ ପାର୍ଟି ଏକ ଲିଖିତ ବିବୃତ୍ତି ଜାରି କରି ସ୍ପଷ୍ଟ କରିଛି ଯେ, ଅରବିନ୍ଦ କେଜ୍ରିୱାଲ ଆଜି ବି ପଚରାଉଚରାରେ ଯୋଗ ଦେବା ପାଇଁ ଇଡି କାର୍ଯ୍ୟାଳୟକୁ ଯିବେ ନାହିଁ। ଆମ୍ ଆଦମୀ ପାର୍ଟି ଇଡି ସମନକୁ ବେଆଇନ ବୋଲି କହିଛି । ଆହୁରି ମଧ୍ୟ କହିଛି ଯେ ଆମେ ଆଇନଗତ ଭାବରେ ସଠିକ୍ ସମନ୍ ପାଳନ କରିବୁ। ଏହା ପୂର୍ବରୁ ମଧ୍ୟ ସେ ୪ଟି ସମନକୁ ଅଣଦେଖା କରିଛନ୍ତି। ଗତ ୪ ମାସ ମଧ୍ୟରେ ସେ ଫେଡେରାଲ ଏଜେନ୍ସିର ୪ଟି ସମନକୁ ସ୍ଥଗିତ ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!