Masthead

ସିସୋଦିଆଙ୍କ ପିଏ ଦେବେନ୍ଦ୍ର ଶର୍ମାଙ୍କୁ ଇଡିର ସମନ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କ ପିଏ ଦେବେନ୍ଦ୍ର ଶର୍ମାଙ୍କୁ ଇଡିର ସମନ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଇଡି ହେପାଜତରେ ଅଛନ୍ତି । ସେପଟେ ମନୀଷ ସିସୋଦିଆଙ୍କ ରିମାଣ୍ଡ ଅବଧି ବଢାଇ ଦିଆଯାଇଛି । ଏବେ ଏହି ମାମଲାରେ ସିସୋଦିଆଙ୍କ ପିଏ ଦେବେନ୍ଦ୍ର ଶର୍ମାଙ୍କୁ ପଚରାଉଚରା ପାଇଁ ଇଡି ଶନିବାର ଡକାଇଥିବା ଜଣାପଡିଛି। ସୂଚନାନୁସାରେ, ପୂର୍ବରୁ ମଧ୍ୟ ପିଏ ଶର୍ମାଙ୍କୁ ଡକାଯାଇଥିଲା, କିନ୍ତୁ ସେ ସମୟ ମାଗିଥିଲେ। ଏହାପୂର୍ବରୁ ସିବିଆଇ ତାଙ୍କୁ ପଚରାଉଚରା କରିସାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ