ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍

 

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍ । ହେମନ୍ତ ସୋରେନଙ୍କ ଦିଲ୍ଳୀ ବାସଭବନରେ ଇଡି ଟିମ୍‌ । ମନି ଲଣ୍ଡରିଂ ମାମଲାରେ ସୋରେନଙ୍କୁ ଇଡିର ପଚରାଉଚରା । ୯ ଥର ସମନ ସତ୍ତ୍ୱେ ଇଡିରେ ହାଜର ହୋଇ ନଥିଲେ ହେମନ୍ତ । ଦିଲ୍ଲୀର ଶାନ୍ତି ନିକେତନ ସ୍ଥିତ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଟିମ୍ ପହଞ୍ଚି ପଚରାଉଚରା ଆରମ୍ଭ କରିଛି । ଜମି ଡିଲ୍ ସ୍କାମରେ ଜାନୁଆରୀ ୨୯ ରୁ ୩୧ ମଧ୍ୟରେ ହେମନ୍ତ ସୋରେନଙ୍କୁ ପଚରାଉଚରା କରିବାକୁ ଇଡି ସମୟ ମାଗିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’