Masthead

କେଜ୍ରିୱାଲଙ୍କ ଜାମିନକୁ ଇଡିର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଇଡି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ପହଞ୍ଚିଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିର ଓକିଲମାନେ ହାଇକୋର୍ଟର ଅବକାଶ ବେଞ୍ଚରେ ଏହି ମାମଲା ଉପସ୍ଥାପନ କରିବେ।

ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଏକ୍ସାଇଜ ପଲିସି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅବକାଶ ପୀଠ ଅରବିନ୍ଦ କେଜରିୱାଲଙ୍କୁ ୧ ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରିଛି। ଜାମିନ ବଣ୍ଡ ଦାଖଲ ପ୍ରକ୍ରିୟାକୁ ୪୮ ଘଣ୍ଟା ସ୍ଥଗିତ ରଖିବାକୁ କୋର୍ଟ ଇଡିଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ