Masthead

ମନୀଷ ସିସୋଦିଆଙ୍କୁ ଜେଲରେ ଜେରା କରିବ ଇଡି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଲରେ ମନୀଷ ସିସୋଦିଆଙ୍କୁ ଜେରା କରିବ ଇଡି । ଦିଲ୍ଲୀ ଅବକାରୀ ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନୀଷ ସିସୋଦିଆଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ପଚରାଉଚରା କରିବ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏକ ଟିମ୍‌ ଅପରାହ୍ନ ୨ଟାରେ ତିହାର ଜେଲରେ ପହଞ୍ଚିବ। ତେବେ ଇଡି ପ୍ରଥମଥର ପାଇଁ ସିସୋଦିଆଙ୍କୁ ଅବକାରୀ ମାମଲାରେ ଜେରା କରିବ। ଏହି ମାମଲାରେ ସିସୋଡିଆଙ୍କୁ ପୁଣିଥରେ କୋର୍ଟ ୧୪ ଦିନ ପାଇଁ ନ୍ୟାୟିକ ହେପାଜତରେ ପଠାଇଛନ୍ତି। ମାର୍ଚ୍ଚ ୨୦ ପର୍ୟ୍ୟନ୍ତ ତିହାର ଜେଲରେ ରହିବେ। ସିସୋଦିଆଙ୍କ ଜାମିନ ଆବେଦନର ଶୁଣାଣି ମାର୍ଚ୍ଚ ୧୦ରେ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ