Masthead

ମନୀଷ ସିସୋଦିଆଙ୍କୁ ଜେଲରେ ଜେରା କରିବ ଇଡି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଲରେ ମନୀଷ ସିସୋଦିଆଙ୍କୁ ଜେରା କରିବ ଇଡି । ଦିଲ୍ଲୀ ଅବକାରୀ ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନୀଷ ସିସୋଦିଆଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ପଚରାଉଚରା କରିବ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏକ ଟିମ୍‌ ଅପରାହ୍ନ ୨ଟାରେ ତିହାର ଜେଲରେ ପହଞ୍ଚିବ। ତେବେ ଇଡି ପ୍ରଥମଥର ପାଇଁ ସିସୋଦିଆଙ୍କୁ ଅବକାରୀ ମାମଲାରେ ଜେରା କରିବ। ଏହି ମାମଲାରେ ସିସୋଡିଆଙ୍କୁ ପୁଣିଥରେ କୋର୍ଟ ୧୪ ଦିନ ପାଇଁ ନ୍ୟାୟିକ ହେପାଜତରେ ପଠାଇଛନ୍ତି। ମାର୍ଚ୍ଚ ୨୦ ପର୍ୟ୍ୟନ୍ତ ତିହାର ଜେଲରେ ରହିବେ। ସିସୋଦିଆଙ୍କ ଜାମିନ ଆବେଦନର ଶୁଣାଣି ମାର୍ଚ୍ଚ ୧୦ରେ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା