Masthead

ଇଡିର ବଡ଼ ଧରଣର ରେଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବେଆଇନ ଲୁହା ଖଣିରେ ଇଡିର ବଡ଼ ଧରଣର ଚଢଉ । ଭୁବନେଶ୍ୱର, ବଡ଼ବିଲ୍, ରାଉରକେଲା ସମେତ ରାଜ୍ୟର ୧୨ରୁ ଅଧିକ ଅଞ୍ଚଳରେ ଚଢ଼ାଉ । ଚଢ଼ଉ ହୋଇଥିବା ଦୁଇ ସଂସ୍ଥା ହେଲେ ଦୀପକ ଷ୍ଟିଲ୍ ଆଣ୍ଡ ପାୱାର, ସ୍ନେହାପୁଷ୍ପ ମାର୍କେଟିଂ ଲିମିଟେଡ୍ । ରେଡରେ ନଗଦ ୩୦ ଲକ୍ଷ ଟଙ୍କା, ୨ କେଜି ସୁନା ଓ ଦାମୀ କାର୍ ଜବତ ।

କେନ୍ଦୁଝର ଯୋଡ଼ାରେ ବେଆଇନ ଲୁହା ଖଣି ଖନନ ମାମଲାରେ ଏହି ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଚଢ଼ାଉ ବେଳେ ୧ କୋଟି ୨୪ ଲକ୍ଷ ଟଙ୍କାର ସୁନା ସହ ୩୦ ଲକ୍ଷ ଟଙ୍କା ନଗଦ ଜବତ ହୋଇଛି । ଏହାସହ ଦାମୀ କାର ଓ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ । ୧ କୋଟି ୨୩ ଲକ୍ଷ ଟଙ୍କା ଥିବା ୬ଟି ବ୍ୟାଙ୍କ ଜମା ଫ୍ରିଜ୍ କରିବାକୁ ନିର୍ଦ୍ଦେଶ ଦେଇଛି ତଦନ୍ତକାରୀ ସଂସ୍ଥା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ