Masthead

ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, ଭିତ୍ତିଭୂମିର ବିକାଶ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ପାଳିତ ହୋଇଛି ୭୭ତମ ସ୍ୱାଧୀନତା ଦିବସ । ରାଜଧାନୀର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି । ଏହାସହ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି । ଜଣେ ଭାରତୀୟ ଭାବରେ ଏହା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ସମସ୍ତ ସ୍ୱାଧୀନତା ସଂଗ୍ରାମୀଙ୍କ ସମେତ ଦେଶ ପାଇଁ ସହିଦ ହୋଇଥିବା ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ନବୀନ । ଓଡ଼ିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି । ଅର୍ଥନୀତିରେ ସମୃଦ୍ଧ ହୋଇଛି, ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି ।

ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଆରମ୍ଭ ହୋଇଛି । ବିଏସକେୱାଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ସହାୟକ ହୋଇଛି । ଏସଏଚଜି ମହିଳା ଓ ଚାଷୀଙ୍କ ପାଇଁ ସରକାର ସଂକଳ୍ପବଦ୍ଧ । ମଧୁବାବୁ ପେନସନ୍ ଯୋଜନାରେ ଆଉ ୪ ବର୍ଗ ସାମିଲ । ଗରିବ, ଚାଷୀ, ମହିଳା, ଜନଜାତିକୁ ନେଇ ଆଗକୁ ବଢିବା । ଆଜି ଭାରତ ବିଶ୍ୱରେ ନିଜକୁ ପ୍ରମୁଖ ଶକ୍ତି ଭାବେ ପ୍ରତିଷ୍ଠା କରିପାରିଛି । ବିଭିନ୍ନ କ୍ଷେତ୍ରରେ ଆମର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି । ଚନ୍ଦ୍ରଯାନ-୩ ମହାକାଶ ବିଜ୍ଞାନ କ୍ଷେତ୍ରରେ ଗୌରବ ବଢାଇଛି । ଶିକ୍ଷା, ସ୍ୱାସ୍ଥ୍ୟ, ପର୍ୟ୍ୟଟନ, ଭିତ୍ତିଭୂମିର ବିକାଶ ହୋଇଛି । ଅର୍ଥନୀତି ସମୃଦ୍ଧ ହେଉଛି, ଗରିବୀ କମିଛି, ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ