Masthead

ଦେଶରେ ସବୁଠୁ ପାଠୁଆ ସିଏମ କିଏ? ନବୀନଙ୍କ ସ୍ଥାନ କେଉଁଠି..

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶେଷଥର ଲଢିଥିବା ନିର୍ବାଚନରେ ଦାଖଲ କରିଥିବା ସତ୍ୟପାଠ ଆଧାରରେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କ ଶିକ୍ଷଗତ ଯୋଗ୍ୟତା ପ୍ରକାଶ କରିଛି ଏଡିଆର । ରିପୋର୍ଟ ଅନୁଯାୟୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶିକ୍ଷାଗତ ଯୋଗ୍ୟତା ହେଉଛି ଗ୍ରାଜୁଏସନ । ନବୀନଙ୍କ ସମେତ ୧୧ ମୁଖ୍ୟମନ୍ତ୍ରୀ ଗ୍ରାଜୁଏଟ । ଦେଶର ୯ ଜଣ ମୁଖ୍ୟମନ୍ତ୍ରୀ ପୋଷ୍ଟ ଗ୍ରାଜୁଏଟ । ୪ ଜଣ ଗ୍ରାଜୁଏଟ ପ୍ରଫେସନାଲ । ଏକମାତ୍ର ମୁଖ୍ୟମନ୍ତ୍ରୀ ଭାବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଡକ୍ଟରେଟ ପାଇଛନ୍ତି । ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ ଡିପ୍ଲୋମା କରିଛନ୍ତି । ସବୁଠୁ କମ୍ ଶିକ୍ଷାଗତ ଯୋଗ୍ୟତା ଭାବେ ମହାରଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଦଶମ ପାସ୍ ବୋଲି ଦର୍ଶାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା