Masthead

ଦେଶରେ ସବୁଠୁ ପାଠୁଆ ସିଏମ କିଏ? ନବୀନଙ୍କ ସ୍ଥାନ କେଉଁଠି..

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶେଷଥର ଲଢିଥିବା ନିର୍ବାଚନରେ ଦାଖଲ କରିଥିବା ସତ୍ୟପାଠ ଆଧାରରେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କ ଶିକ୍ଷଗତ ଯୋଗ୍ୟତା ପ୍ରକାଶ କରିଛି ଏଡିଆର । ରିପୋର୍ଟ ଅନୁଯାୟୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶିକ୍ଷାଗତ ଯୋଗ୍ୟତା ହେଉଛି ଗ୍ରାଜୁଏସନ । ନବୀନଙ୍କ ସମେତ ୧୧ ମୁଖ୍ୟମନ୍ତ୍ରୀ ଗ୍ରାଜୁଏଟ । ଦେଶର ୯ ଜଣ ମୁଖ୍ୟମନ୍ତ୍ରୀ ପୋଷ୍ଟ ଗ୍ରାଜୁଏଟ । ୪ ଜଣ ଗ୍ରାଜୁଏଟ ପ୍ରଫେସନାଲ । ଏକମାତ୍ର ମୁଖ୍ୟମନ୍ତ୍ରୀ ଭାବେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଡକ୍ଟରେଟ ପାଇଛନ୍ତି । ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ ଡିପ୍ଲୋମା କରିଛନ୍ତି । ସବୁଠୁ କମ୍ ଶିକ୍ଷାଗତ ଯୋଗ୍ୟତା ଭାବେ ମହାରଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଦଶମ ପାସ୍ ବୋଲି ଦର୍ଶାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ