Masthead

ଶିକ୍ଷାନୁଷ୍ଠାନ Ranking-2021 ପ୍ରକାଶିତ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଶିକ୍ଷାନୁଷ୍ଠାନ Ranking-2021 ପ୍ରକାଶିତ । ବେଙ୍ଗାଲୁରୁ ଆଇଆଇଏସ ଶ୍ରେଷ୍ଠ ୟୁନିଭର୍ସିଟି । ନୂଆଦିଲ୍ଲୀର ଜେଏନୟୁ ଦ୍ୱିତୀୟ ଶ୍ରେଷ୍ଠ । ୩ୟ ସ୍ଥାନରେ ବନାରସ ହିନ୍ଦୁ ବଶ୍ୱବିଦ୍ୟାଳୟ । ଇଞ୍ଜିନିୟରିଂରେ ଆଇଆଇଟି ମାଡ୍ରାସ ପ୍ରଥମ । ଦ୍ୱିତୀୟ ସ୍ଥାନରେ ଆଇଆଇଟି ଦିଲ୍ଲୀ । ଆଇଆଇଟି ବମ୍ବେ ୩ୟ ସ୍ଥାନରେ ରହିଛି । ମ୍ୟାନେଜମେଣ୍ଟ ଶିକ୍ଷାନୁଷ୍ଠାନ ତାଲିକା । ଆଇଆଇଏମ ଅହମ୍ମଦାବାଦ ୧ମ । ବେଙ୍ଗାଲୁରୁ ୨ୟ, କୋଲକାତା ୩ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ