ଶିକ୍ଷାନୁଷ୍ଠାନ Ranking-2021 ପ୍ରକାଶିତ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଶିକ୍ଷାନୁଷ୍ଠାନ Ranking-2021 ପ୍ରକାଶିତ । ବେଙ୍ଗାଲୁରୁ ଆଇଆଇଏସ ଶ୍ରେଷ୍ଠ ୟୁନିଭର୍ସିଟି । ନୂଆଦିଲ୍ଲୀର ଜେଏନୟୁ ଦ୍ୱିତୀୟ ଶ୍ରେଷ୍ଠ । ୩ୟ ସ୍ଥାନରେ ବନାରସ ହିନ୍ଦୁ ବଶ୍ୱବିଦ୍ୟାଳୟ । ଇଞ୍ଜିନିୟରିଂରେ ଆଇଆଇଟି ମାଡ୍ରାସ ପ୍ରଥମ । ଦ୍ୱିତୀୟ ସ୍ଥାନରେ ଆଇଆଇଟି ଦିଲ୍ଲୀ । ଆଇଆଇଟି ବମ୍ବେ ୩ୟ ସ୍ଥାନରେ ରହିଛି । ମ୍ୟାନେଜମେଣ୍ଟ ଶିକ୍ଷାନୁଷ୍ଠାନ ତାଲିକା । ଆଇଆଇଏମ ଅହମ୍ମଦାବାଦ ୧ମ । ବେଙ୍ଗାଲୁରୁ ୨ୟ, କୋଲକାତା ୩ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ