Masthead

ଆଦିବାସୀ ଉପଦେଷ୍ଟା ପରିଷଦକୁ ପଠାଇ ସ୍ଥିତିକୁ ଗୋଳମାଳିଆ କରିବାକୁ ଉଦ୍ୟମ କରିବା: ନରସିଂହ ମିଶ୍ର

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):ଆଦିବାସୀ ଜମି ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଅଧିକ ତର୍ଜମା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ପଠାଇବା କିଛି ଆବଶ୍ୟକତା ନଥିଲା । କ୍ୟାବିନେଟ ଚାହିଁଥିଲେ ସେହି ନିଷ୍ପତ୍ତିକୁ ପ୍ରତ୍ୟାହାର କରିପାରି ଥାନ୍ତେ । ଯେହେତୁ ଆଜି ସେହି ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆସିଥିଲା ତେଣୁ ତରବରିଆ ଭାବେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ସେ ଆହୁରି ମଧ୍ୟ କହିଛନ୍ତି ଆଦିବାସୀ ଉପଦେଷ୍ଟା ପରିଷଦକୁ ପଠାଇ କେବଳ ସ୍ଥିତିକୁ ଗୋଳମାଳିଆ କରିବାକୁ ଉଦ୍ୟମ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି