Masthead

ଆଦିବାସୀ ଉପଦେଷ୍ଟା ପରିଷଦକୁ ପଠାଇ ସ୍ଥିତିକୁ ଗୋଳମାଳିଆ କରିବାକୁ ଉଦ୍ୟମ କରିବା: ନରସିଂହ ମିଶ୍ର

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):ଆଦିବାସୀ ଜମି ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଅଧିକ ତର୍ଜମା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ପଠାଇବା କିଛି ଆବଶ୍ୟକତା ନଥିଲା । କ୍ୟାବିନେଟ ଚାହିଁଥିଲେ ସେହି ନିଷ୍ପତ୍ତିକୁ ପ୍ରତ୍ୟାହାର କରିପାରି ଥାନ୍ତେ । ଯେହେତୁ ଆଜି ସେହି ପ୍ରସଙ୍ଗରେ ମୁଲତବୀ ପ୍ରସ୍ତାବ ଆସିଥିଲା ତେଣୁ ତରବରିଆ ଭାବେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ସେ ଆହୁରି ମଧ୍ୟ କହିଛନ୍ତି ଆଦିବାସୀ ଉପଦେଷ୍ଟା ପରିଷଦକୁ ପଠାଇ କେବଳ ସ୍ଥିତିକୁ ଗୋଳମାଳିଆ କରିବାକୁ ଉଦ୍ୟମ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ