Masthead

ପିକଅପ ଭ୍ୟାନ୍କୁ ଧକ୍କା ଦେଲା ଆଇଚର, ଜଣେ ମୃତ, ୪ ଗୁରୁତର

ଟାଙ୍ଗି (ବଡ଼ ଖବର ବ୍ୟୁରୋ):  ନୟାଗଡ ଜ଼ିଲ୍ଲା ଚାନ୍ଦପୁର ଥାନା ୧୬ନଂ ଜାତୀୟ ରାଜପଥ ଗୌରଚନ୍ଦ୍ରପୁର ଛକନିକଟରେ ଘଟିଛି ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ପିକଅପ ଭ୍ୟାନ୍ କୁ ଧକ୍କା ଦେଲ ଆଇଚର ଟ୍ରକ । ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ହେଲେ କୁକୁଡ଼ାଝରି ଗ୍ରାମର ବିରଞ୍ଚି ତାଡ଼ । ସୂଚନା ଅନୁସାରେ ଆଜି ଭୋର ସମୟରେ କୁକୁଡ଼ା ଝରି ଗ୍ରାମର ୫ଜଣ ଶ୍ରମିକ ଢ଼ଳେଇ କାମ କରିବା ପାଇଁ ନିଜ ସରଞ୍ଜାମ ସହ ଏକ ପିକଅପ ଭ୍ୟାନରେ ବସି ବାଲୁଗାଁ ଅଭିମୁଖେ ଯାଉଥିଲେ ।

ଗୌରଚନ୍ଦ୍ରପୁର ଛକ ନିକଟରେ ଏକ ଆଇଚର ଟ୍ରକ ପିକଅପକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଦୁର୍ଘଟଣାରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ତେବେ ଖବର ପାଇଁ ଘଟଣା ସ୍ଥଳରେ ଚାନ୍ଦପୁର ପୋଲିସ ଓ ଟାଙ୍ଗୀ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରମାନଙ୍କୁ ଉଦ୍ଧାର କରି ଚାନ୍ଦପୁର ମେଡିକାଲରେ ଭର୍ତି କରାଯାଇଛି । ତେବେ ବାରମ୍ବାର ଏଭଳି ଦୁର୍ଘଟଣା ଘଟୁଥିବାରୁ ଏକ ଓଭର ବ୍ରଜ ନିର୍ମାଣ କରିବା ସହ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବିରେ ଗ୍ରାମବାସୀମାନେ ରାସ୍ତାରୋକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ