Masthead

ମଣିଷ ପରେ ମହାବଳ, ସିଂହଙ୍କୁ କରୋନା

ହାଇଦ୍ରାବାଦ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମଣ । କରୋନା କବଳରେ ଏବେ ସାରା ଦେଶ । ଦୁଃଖର କଥା ଏହି ସଂକ୍ରମଣ ମଣିଷକୁ ଗ୍ରାସ କରିଥିବାବେଳେ ଏଥିରୁ ବାଦ ପଡ଼ିନାହାନ୍ତି ପଶୁ । ହାଇଦ୍ରାବାଦ ଏକ ଚିଡ଼ିଆଖାନାରେ ୮ ସିଂହ କରୋନା ସଂକ୍ରମିତ ହୋଇଛନ୍ତି । ସିଂହଙ୍କ ନମୁନାରେ କୋଭିଡ ଭୂତାଣୁ ମିଳିଥିବା ସୂଚନା ମିଳିଛି । ମେ ୨ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି ଚିଡ଼ିଆଖାନା ।

୪ ସିଂହଙ୍କଠାରେ କରୋନାର ଲକ୍ଷଣ ଦେଖାଯିବା ପରେ କରାଯାଇଥିଲା ପରୀକ୍ଷା । ପାର୍କର ରକ୍ଷଣାବେକ୍ଷଣ ଦାୟିତ୍ଵରେ ଥିବା ତଥା ନିର୍ଦ୍ଦେଶକ ଡାକ୍ତର ସିଦ୍ଧାନନ୍ଦ କୁକରେତି ଏହାର ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏହା ସତ ଯେ ସିଂହଙ୍କଠାରେ କରୋନା ଲକ୍ଷଣ ଦେଖିବାକୁ ମିଳିଛି । ମାତ୍ର ଏଯାଏଁ ସିଂହ ପଜିଟିଭ୍ ହେବା ରିପୋର୍ଟ ଆସି ନାହିଁ । ରିପୋର୍ଟ ମିଳିବା ପରେ  ଏହା ଜଣାପଡ଼ିବ ବୋଲି କହିଛନ୍ତି ଡାକ୍ତର ସିଦ୍ଧାନନ୍ଦ କୁକରେତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ