Masthead

ହୀରାକୁଦର ଆଉ ୮ଟି ଗେଟ ବନ୍ଦ

(ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ ବର୍ଷା କମିବା ପରେ ହୀରାକୁଦ ଡ୍ୟାମକୁ ଜଳ ପ୍ରବାହ କମିଛି । ଫଳରେ ହୀରାକୁଦର ଆଉ ୮ଟି ଗେଟକୁ ବନ୍ଦ କରି ଦିଆଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରରୁ ୮ଟି ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ୬୨୮.୩୩ ଫୁଟ୍ ରହିଛି ।

ଡ୍ୟାମ ଭିତରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୨୫ ହଜାର ୩୧୮ ଘନଫୁଟ୍ ବନ୍ୟାଜଳ ପ୍ରବେଶ କରୁଛି । ୮ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ହେଉଛି ୨ ଲକ୍ଷ ୨୫ ହଜାର ୩୧୮ ଘନଫୁଟ୍ ବନ୍ୟାଜଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ