Masthead

୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା । ତାରିଖ ଘୋଷଣା କରୁଛନ୍ତି ଦେଶର ମୁଖ୍ୟ ନିର୍ବାଚନ କମିସନର । ଲୋକସଭା ଏବଂ ଓଡ଼ିଶା ବିଧାନସଭା ପାଇଁ ହେଉଛି ତାରିଖ ଘୋଷଣା। ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ ସିଇସି ରାଜୀବ କୁମାର । ଦେଶରେ ମୋଟ ୯୭ କୋଟି ପଂଜୀକୃତ ଭୋଟର ରହିଛନ୍ତି । ୯୭ କୋଟି ଭୋଟରଙ୍କ ପାଇଁ ୧୦.୫ ଲକ୍ଷ ପୋଲିଂ ବୁଥ୍‌ । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ଦେଢ଼ କୋଟି ପୋଲିଂ ଅଫିସର । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତ ରହିଛି ୫୫ ଲକ୍ଷ ଇଭିଏମ୍‌ । ପ୍ରଥମ ଥର ପାଇଁ ଭୋଟ ଦେବେ ୧ କୋଟି ୮୨ ଲକ୍ଷ ନୂଆ ଭୋଟର । ୧୮ରୁ ୨୯ ବର୍ଷ ବର୍ଗର ଭୋଟର ସଂଖ୍ୟା ୨୧ କୋଟି । ୮୫ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୮୨ ଲକ୍ଷ । ୧୦୦ ବର୍ଷରୁ ଅଧିକ ବୟସ୍କ ଭୋଟର ସଂଖ୍ୟା ୨ ଲକ୍ଷ ୧୮ ହଜାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ